Advertisment

ସଂସଦରେ କଂଗ୍ରେସକୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ସଂସଦରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟକୁ ନେଇ ମୋଦି ତାଙ୍କୁ ଖୁବ୍ ଧୋଇଛନ୍ତି।

author-image
Manoj Swain

ସଂସଦରେ କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କୁ ମୋଦିଙ୍କ ଧୁଲେଇ। ଗତକାଲି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଦେବା ବେଳେ ଲୋକସଭାରେ ରାହୁଲଙ୍କ ନାଁ ନେଇ ତାଙ୍କୁ ଭୀଷଣ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟକୁ ନେଇ ମୋଦି ତାଙ୍କୁ ଖୁବ୍ ଧୋଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
PM Modi Rahul Gandhi Parliament Session