ସୁଭଦ୍ରା ଯୋଜନାକୁ ଇନ୍ଦ୍ରଦେବତା ଆଶୀର୍ବାଦ ଦେଲେ: ପ୍ରଧାନମନ୍ତ୍ରୀ

ଆଜି ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

Manoj Swain
  • Published: Tuesday, 17 September 2024
  • Updated: 17 September 2024, 06:09 PM IST

Sports

Latest News

ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos