Advertisment

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ରାଜ୍ୟରେ ନିର୍ବାଚନୀ ମାହୋଲ ସରଗରମ ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନିର୍ବାଚନୀ ଉଷ୍ମତାକୁ ବଢ଼ାଇ ଦେଇଛି।

ଅଦ୍ୟତନ ହୋଇଛି
Advertisment

ରାଜ୍ୟରେ ନିର୍ବାଚନୀ ମାହୋଲ ସରଗରମ ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନିର୍ବାଚନୀ ଉଷ୍ମତାକୁ ବଢ଼ାଇ ଦେଇଛି। ଆଜି ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି ରାତ୍ରିଯାପନ କରିବାପରେ ୬ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ନିକଟସ୍ଥ କନିସି ଛକ ଓ ମଧ୍ୟାହ୍ନ ସାଢ଼େ ୧୨ଟାରେ ନବରଙ୍ଗପୁରର ଚିକିଲି ଛକଠାରେ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛି ବିଜେପି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp Narendra Modi Prime Minister Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe