‘କେନ୍ଦ୍ର ସରକାର ବର୍ତ୍ତମାନ ଏବଂ ଭବିଷ୍ୟତ ପାଇଁ କାମ କରୁଛି’ | Odisha Reporter
ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କ ମୋଦି ଗ୍ୟାରେଣ୍ଟି ସମାବେଶ। ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରି ଓଡ଼ିଶାବାସୀଙ୍କୁ ଏକ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଣ୍ଡିଖୋଲରେ ଆୟୋଜିତ ଭବ୍ୟ ସଭାରେ ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
