Advertisment

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କ ମୋଦି ଗ୍ୟାରେଣ୍ଟି ସମାବେଶ

୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରି ଓଡ଼ିଶାବାସୀଙ୍କୁ ଏକ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଅଦ୍ୟତନ ହୋଇଛି
Advertisment

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କ ମୋଦି ଗ୍ୟାରେଣ୍ଟି ସମାବେଶ। ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରି ଓଡ଼ିଶାବାସୀଙ୍କୁ ଏକ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଣ୍ଡିଖୋଲରେ ଆୟୋଜିତ ଭବ୍ୟ ସଭାରେ ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କଣ କହିଛନ୍ତି ଶୁଣନ୍ତୁ। 

Advertisment
PM Modi Odisha Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe