‘ଓଡ଼ିଶାକୁ ବରବାଦ କରିଥିବା ଲୋକଙ୍କ ପାଇଁ ଏ ନିର୍ବାଚନ ଦଣ୍ଡ ସଦୃଶ’

‘ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବ୍‌ଜା କରି ବସିଛି । ଜୁନ୍‌ ୧୦ରେ ବିଜେପି ସରକାର ଆସିଲେ ଏ ମାଫିଆର ଅଣ୍ଟା ଭଙ୍ଗାଯିବ ।’

PM Modi

କଟକରେ ମୋଦି ଜନସଭାକୁ ସମ୍ବୋଧନ କରୁଛନ୍ତି।

Niharika Rout
  • Published: Monday, 20 May 2024
  • Updated: 20 May 2024, 01:31 PM IST

Sports

Latest News

ଆଜି ଓଡ଼ିଶାରେ ମାରାଥନ ନିର୍ବାଚନୀ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସରକାରଙ୍କୁ ନିଜ ନିଶାନାରେ ରଖିଛନ୍ତି । ଓଡ଼ିଶା ସରକାର ବିଗତ ଦୁଇ ଦଶନ୍ଧିରେ ରାଜ୍ୟବାସୀଙ୍କ ପାଇଁ କିଛି କରି ନ ଥିବା ବେଳେ ଚାଷୀ, ଆଦିବାସୀଙ୍କ ଦୁଃଖ ଦୂର କରି ପାରୁନି। ତେଣୁ ବିଜେପି ସରକାରକୁ ଗୋଟିଏ ମଉକା ଦେବାକୁ ସେ ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି। ଏଥିସହ ଓଡ଼ିଶାକୁ ବରବାଦ କରିଥିବା ଲୋକଙ୍କ ପାଇଁ ଏ ନିର୍ବାଚନ ଦଣ୍ଡ ସଦୃଶ ବୋଲି ବି ସେ କହିଛନ୍ତି । ଆଜି କଟକରେ ଆୟୋଜିତ ଜନସଭାକୁ ସମ୍ବୋଧନ କରି ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ ବୋଲି କହିଛନ୍ତି ମୋଦି । ଏହି ଅବସରରେ ସେ କହିଛନ୍ତି ଆସନ୍ତୁ ଜାଣିବା ।

  •  ଓଡ଼ିଶାରେ ଚାଲିଥିବା ଏ ଲୁଟତରାଜ ବନ୍ଦ ହେବା ଦରକାର ।
  • ଆପଣମାନଙ୍କ ଭୋଟ ହିଁ ଏ ଲୁଟତରାଜ ବନ୍ଦ କରିବ ।
  • ଆପଣଙ୍କ ଭୋଟ ହିଁ ଓଡ଼ିଶାର ଭାଗ୍ୟ ବଦଳାଇ ପାରିବ ।
  • ବିଜେଡି ଭ୍ରଷ୍ଟାଚାର ପାଇଁ ଯୁବକମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଛି ।
  • ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବ୍‌ଜା କରି ବସିଛି ।
  • ଜୁନ୍‌ ୧୦ରେ ବିଜେପି ସରକାର ଆସିଲେ ଏ ମାଫିଆର ଅଣ୍ଟା ଭଙ୍ଗାଯିବ ।
  • ଆମକୁ ଓଡ଼ିଶାରେ ନିବେଶ ଦରକାର, ନୂଆ ଉଦ୍ୟୋଗ ଦରକାର ।
  • ବିଜେପିର ତାକତ ଅଛି, ଏସବୁ ବିଜେପି ହିଁ କରିପାରିବ ।
  • ଓଡ଼ିଶାର ହେବାକୁ ଥିବା ବିଜେପି ମୁଖ୍ୟମନ୍ତ୍ରୀଙ୍କୁ ସବୁ ସହଯୋଗ କରାଯିବ ।
  • ଜୁନ୍‌ ୧୦ରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବା ନିଶ୍ଚିତ ।
  • କଟକ ଆଧୁନିକ ଶିକ୍ଷାର ନଗରୀ, ବିକଶିତ ଭାରତର ସାମର୍ଥ୍ୟ ବଢ଼ାଇବ କଟକ । 
  • ଓଡ଼ିଶାର ସଂସ୍କୃତି ବୁଝୁନଥିବା ଲୋକ କିଭଳି ଏହାର ନେତୃତ୍ୱ ନେବ ।
  • ବିଜେଡିକୁ ୨୫ ବର୍ଷ ଦେଲେ, ଏହାର ପରିଣାମ କଣ ହେଲା ଦେଖିଲେ ।
  • ଓଡ଼ିଶାକୁ ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି ।
  • ଏବେ ଓଡ଼ିଶା ପାଇଁ ଡବଲ ଇଂଜିନ ବାଲା ବିଜେପି ସରକାର ଦରକାର ।
  • ଏଠାରେ ବିଜେପିର ପୂର୍ଣ୍ଣ ବହୁମତ ସରକାର ହେବାକୁ ଯାଉଛି ।
  • ବିଜେପି ହିଁ ଓଡ଼ିଶାକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବ । 
  • ବିଜେଡିର ଭ୍ରଷ୍ଟାଚାରୀ ରାକେଟକୁ ନେଇ ଲୋକ ଅତିଷ୍ଠ ହେଲେଣି ।
  • ଚିଟ୍‌ଫଣ୍ଡ ଦୁର୍ନୀତିରେ ବିଜେଡି ଓଡ଼ିଶା ଲୋକଙ୍କୁ ଧୋକା ଦେଇଛି ।
  • ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ମାଫିଆ ଦେଇଛି ।
  • ବିଜେଡି ନେତା ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି ।
  • ଓଡ଼ିଶାର କୌଣସି ବ୍ଲକ ନାହିଁ ଯାହର ଲୋକ ଗୁଜରାଟରେ ନାହାନ୍ତି ।
  • ଓଡ଼ିଶାକୁ ବରବାଦ କରିଥିବା ଲୋକଙ୍କ ପାଇଁ ଏ ନିର୍ବାଚନ ଦଣ୍ଡ ସଦୃଶ ।
  • ବିଜେଡି କଳା ଚିଠା ଏବେ ଲୋକଙ୍କ ସାମ୍ନାକୁ ଆସିବାରେ ଲାଗିଛି ।
  • କଂଗ୍ରେସ ଅମଳରେ ଖଣିଜ ନୀତିରୁ ୫ ହଜାର କୋଟି ମିଳିଥିଲା ।
  • ମୋଦି ସରକାରରେ ଖଣିଜ ନୀତିରୁ ଓଡ଼ିଶାକୁ ୫୦ ହଜାର କୋଟି ମିଳୁଛି ।
  • ଡିଏମ୍‌ଏଫ୍‌ରେ ଓଡ଼ିଶାକୁ ୨୬ ହଜାର କୋଟି ଟଙ୍କା ମିଳିଛି ।
  • ବିଜେଡିର ଭ୍ରଷ୍ଟ ସରକାର ଏ ଅନୁଦାନକୁ ଗୋଳମାଳ କରିଛି ।

  • ଏ କେନ୍ଦ୍ରୀୟ ଟଙ୍କା କାହା ପକେଟକୁ ଗଲା ପଚାରିଲେ ମୋଦି ।
  • ବିଜେଡି ନେତାଙ୍କୁ କମିଶନ ନ ମିଳିବା ପର୍ଯ୍ୟନ୍ତ ପ୍ରକଳ୍ପ ଅଟକାଇ ରଖୁଛନ୍ତି ।
  • ବିଜେଡି ନେତା ଆପଣମାନଙ୍କୁ ସବୁ ପ୍ରକାର ଲୁଟି ଚାଲିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story