Advertisment

୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ଅଦ୍ୟତନ ହୋଇଛି
PM Narendra Modi

PM Narendra Modi

Advertisment

ଫେବ୍ରୁଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି।

Advertisment

ପ୍ରଧାନମନ୍ତ୍ରୀ ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍‌ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ଦଳୀୟ କାର୍ଯ୍ୟକ୍ରମ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Advertisment
Bjp PM Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe