Advertisment

ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।

undefined

PM Narendra Modi (File Photo)

Advertisment

ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ଓ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଆସନ୍ତା ଜାନୁଆରୀ ୮, ୯ ଓ ୧୦ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରବାସୀ ଭାରତୀୟଙ୍କ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ଠିକ୍‌ ସେହିପରି ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ। ରାଜ୍ୟ ପୁଲିସ ହାବିଲଦାର କନଷ୍ଟେବଳ ସିପାହୀ ମହାସଙ୍ଘ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

PM Modi Mohan Charan Majhi Bjp Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe