Advertisment

ବେଙ୍ଗଲରେ ନିଆଁ ଲଗାଉଛି କିଏ ?

ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ୱର।

Advertisment

ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ୱର। ସେ କହିଥିଲେ, ଯଦି ପଶ୍ଚିମବଙ୍ଗ ଜଳିବ ତେବେ ଆସାମ, ନର୍ଥ ଇଷ୍ଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ଓଡ଼ିଶା, ଦିଲ୍ଲୀ ମଧ୍ୟ ଜଳିବ। କାହାକୁ ଛାଡ଼ିବୁ ନାହିଁ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Kolkata Doctor Rape And Murder Case
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe