Advertisment

ଗଞ୍ଜାମରେ ନିର୍ବାଚନୀ ହିଂସା, ପୁଲିସ ଜନତା ମୁହାଁମୁହିଁ

ବିଜେଡି କର୍ମୀଙ୍କ ଆକ୍ରମଣ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗଞ୍ଜାମରେ ନିର୍ବାଚନୀ ହିଂସା। ବିଜେଡି କର୍ମୀଙ୍କ ଆକ୍ରମଣ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ହତ୍ୟାକାଣ୍ଡକୁ ନେଇ ଖଲ୍ଲିକୋଟରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Ganjam Political Violence
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe