Advertisment

ଆରମ୍ଭରୁ ଗଣ୍ଡଗୋଳ, ଆକ୍ସନ ମୋଡ଼ରେ ନିର୍ବାଚନ ଅଧିକାରୀ

ଗତକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ବେଳେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଓ ଉତ୍ତେଜନା ଦେଖାଦେଇଥିଲା।

Advertisment

ଗତକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ବେଳେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଓ ଉତ୍ତେଜନା ଦେଖାଦେଇଥିଲା। ଚିକିଟି କଳାବାଡ଼ ପଞ୍ଚାୟତ ୧୪୬ ନମ୍ବର ବୁଥରେ ସକାଳୁ ସକାଳୁ ଉତ୍ତେଜନା ହୋଇଥିଲା। ବିଜେପି ଏଜେଣ୍ଟଙ୍କୁ ବୁଥରେ ପୂରାଇ ନଦେବା ଅଭିଯୋଗରେ ଉପୁଜିଥିଲା ଗଣ୍ଡଗୋଳ। ତଦନ୍ତ ପାଇଁ ସେଠାରେ ପହଞ୍ଚିଥିଲେ Electoral Officerଙ୍କ ସ୍ବତନ୍ତ୍ର ଟିମ୍। ପାତ୍ରପୁର ବ୍ଲକ ପଦାଦିଗି ଓ କନିରିଡ଼ାରେ BJP ଓ BJD କର୍ମୀ ମୁହାଁମୁହିଁ ହୋଇଥିବା ବେଳେ, କେ.ନୂଆଗାଁର ୫୪ ନମ୍ବର ବୁଥରେ ନିର୍ଦ୍ଦିଷ୍ଟ ଦଳ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ପାଟିତୁଣ୍ଡ ହୋଇଥିଲା। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Ganjam 2024 General Election Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe