Advertisment

ବିଜେପିରେ ମିଶିବା ପୂର୍ବରୁ ଜିଲ୍ଲା ପରିଷଦ ସଦସ୍ୟ ନିଖୋଜ

ଭଦ୍ରକର ୨ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁଙ୍କ ପତ୍ନୀ ତଥା ଚାନ୍ଦବାଲି ବ୍ଲକର ପୂର୍ବତନ ଅଧ୍ୟକ୍ଷା ମାନସୀ ସାହୁ ଭିଡିଓରେ କହିଛନ୍ତି ସାଂଘାତିକ କଥା।

author-image
Manoj Swain

ଚର୍ଚ୍ଚାରେ ଚାନ୍ଦବାଲି ପଲିଟିକ୍ସ। ବିଜେପିରେ ଯୋଗ ଦେବା ପୂର୍ବରୁ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁ ନିଖୋଜ। ରଞ୍ଜନଙ୍କ ପତ୍ନୀଙ୍କ ଭାଇରାଲ୍ ଭିଡିଓକୁ ନେଇ ବି ଚର୍ଚ୍ଚା ଜୋର୍। ଭଦ୍ରକର ୨ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁଙ୍କ ପତ୍ନୀ ତଥା ଚାନ୍ଦବାଲି ବ୍ଲକର ପୂର୍ବତନ ଅଧ୍ୟକ୍ଷା ମାନସୀ ସାହୁ ଭିଡିଓରେ କହିଛନ୍ତି ସାଂଘାତିକ କଥା। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
BjD Odisha