ଅଙ୍କ ବିଗାଡ଼ିଦେବ କି ଭାଇରାଲ ଭିଡିଓ ? | Odisha Reporter
Advertisment
ଚର୍ଚ୍ଚାରେ ଚାନ୍ଦବାଲି ପଲିଟିକ୍ସ। ବିଜେପିରେ ଯୋଗ ଦେବା ପୂର୍ବରୁ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁ ନିଖୋଜ। ରଞ୍ଜନଙ୍କ ପତ୍ନୀଙ୍କ ଭାଇରାଲ୍ ଭିଡିଓକୁ ନେଇ ବି ଚର୍ଚ୍ଚା ଜୋର୍। ଭଦ୍ରକର ୨ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁଙ୍କ ପତ୍ନୀ ତଥା ଚାନ୍ଦବାଲି ବ୍ଲକର ପୂର୍ବତନ ଅଧ୍ୟକ୍ଷା ମାନସୀ ସାହୁ ଭିଡିଓରେ କହିଛନ୍ତି ସାଂଘାତିକ କଥା। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us