24 ବର୍ଷର ସରକାର ସତ୍ତା ହରାଇଲା, ମୋହନ ସରକାର ଆରମ୍ଭ ହେଲା । ବଲାଙ୍ଗିର ଜିଲ୍ଲାରୁ ଏଥର ସରକାରରେ, ପାଓ୍ବାରଫୁଲ ନେତା । ଜଣେ ଉପ-ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟଜଣେ କ୍ୟାବିନେଟ ମନ୍ତ୍ରୀ । ପଛୁଆ ଜିଲ୍ଲାକୁ ଆଗୁଆ କରିବାକୁ ସଂକଳ୍ପ ନେଇଛନ୍ତି ମୋହନ ସରକାର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।