ପଦ୍ମ ଧରିଲେ ପୂର୍ବତନ ହକି ଟିମ୍ ଅଧିନାୟକ ପ୍ରବୋଧ ତିର୍କୀ। ଆଜି ସେ ସୋନପୁର ସମାବେଶକୁ ଆସି ବିଜେପିରେ ମିଶିଛନ୍ତି। ଶ୍ରୀ ତିର୍କୀଙ୍କୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିରୋଧୀ ଦଳ ନେତା ଜୟନାରାୟ ମିଶ୍ର ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।
Also Read
ପୂର୍ବତନ ହକି ଟିମ୍ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରେ ମିଶିଥିଲେ। ତା’ପରେ ତାଙ୍କୁ କଂଗ୍ରେସ ସୁନ୍ଦରଗଡ଼ ଜିଲ୍ଲା ତଳସରା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ କରିଥିଲା। ପ୍ରାର୍ଥୀ ହେବା ପରେ ଶ୍ରୀ ତିର୍କୀ ପ୍ରଚାର ଆରମ୍ଭ କରିଥିଲେ। ଲୋକଙ୍କ ପାଖକୁ ଯାଇ ଭୋଟ୍ ଭିକ୍ଷା କରିଥିଲେ। ହେଲେ ତାଙ୍କୁ କିଛି ନଜଣାଇ କଂଗ୍ରେସ ଟିକେଟ ଫେରାଇ ନେଇଥିଲା। ଯେଉଁଥିପାଇଁ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପାଲେଷ୍ଟାଇନ ପରେ ବାଂଲାଦେଶ ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା
ଏହି ବ୍ୟାଗରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ବିରୋଧରେ ହେଉଥିବା ଅତ୍ୟାଚାର ବିରୋଧରେ ସ୍ଲୋଗାନ ରହିଛି।
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।
Politics
ବିଜେଡିରୁ ଚାଲିଛି ଇସ୍ତଫାର ସୁଅ, ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ କୋରାପୁଟ, କଟକ ଓ ଯାଜପୁର ଜିଲ୍ଲାର ତୃଣମୂଳସ୍ତର ନେତାମାନେ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ।
Politics
ଡିଲ୍ ପଛରେ ଅଛି କି ଡିଲ୍, ବିଜୟ ପାଲଟିଲେ ବିଜେଡି ଅସନ୍ତୁଷ୍ଟଙ୍କ ସ୍ୱର?
ମହୋତ୍ସବରୁ ଫେରିବାର ପ୍ରାୟ ୩ଦିନ ପରେ ଗଣମାଧ୍ୟମକୁ ଡାକି କୁଟ୍ଟେ ଓ ଆଶୀଷ ସିଂ ଦିଲ୍ଲୀ ଯିବା ପଛରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କଠୁ ସ୍ପଷ୍ଟୀକରଣ ବି ମାଗିଛନ୍ତି ।
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।