Advertisment

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ପ୍ରଦୀପ

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ବିଜେପି ନେତା ତଥା ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ।

author-image
Manoj Swain

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ବିଜେପି ନେତା ତଥା ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। କହିଲେ, ନବୀନ ପଟ୍ଟନାୟକ ବିଜୟ ମହାପାତ୍ରଙ୍କ ଟିକେଟ୍ କାଟିଥିଲେ। ଏପରି କିଛି ଅଭିଯୋଗ ଆଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛନ୍ତି ପ୍ରଦୀପ ପାଣିଗ୍ରାହୀ। ତେବେ ଏହାକୁ ନେଇ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Bjp BjD Pradeep Panigrahi Odisha