Advertisment

ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରଦୀପ !

ଗତକାଲି ଚିକିଟିରେ ପ୍ରଚାର ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଥିଲେ ପାଣ୍ଡିଆନ।

Advertisment

ପାଖେଇ ଆସୁଛି ନିର୍ବାଚନ, ଜମୁଛି ପ୍ରଚାର। ଭିକେ ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ବିଜେପି ନେତା ତଥା ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ଗତକାଲି ଚିକିଟିରେ ପ୍ରଚାର ବେଳେ ପ୍ରଦୀପଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଥିଲେ ପାଣ୍ଡିଆନ। ଯାହା ପରେ ଏବେ ପ୍ରଦୀପ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କୁ ଟାର୍ଗେଟ୍‌ କରିଛନ୍ତି।

Advertisment
Bjp Vk Pandian Odisha Pradeep Panigrahi BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe