ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ

ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ।

Pramila mallik PhotoOR

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ପ୍ରମିଳା ମଲ୍ଲିକ

Tapaswini Nayak
  • Published: Thursday, 21 September 2023
  • Updated: 21 September 2023, 02:46 PM IST

Sports

Latest News

ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ। ବିଧାନସଭା ସଚିବଙ୍କ ନିକଟରେ ସେ ନାମାଙ୍କନ ଭରିଛନ୍ତି।  ପ୍ରମିଳା ମଲ୍ଲିକଙ୍କ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବକ ଓ ମନ୍ତ୍ରୀ ନୀରଂଜନ ପୂଜାରୀ ସମର୍ଥକ ରହିଥିଲେ। ଏହାସହ ବିଜେଡିର ମନ୍ତ୍ରୀ ଓ ବିଧାୟକ ମାନେ ମଧ୍ୟ ଉପସ୍ଥିତ ଥିଲେ।

ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ସେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ପଦ ପାଇ ନିର୍ବାଚନ ହେବ।

Also Read

ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। କିଏ ହେବ ବାଚସ୍ପତି ସେନେଇ ଚର୍ଚ୍ଚା ଜୋର ଧରିଥିଲା। ଅନେକ ବରିଷ୍ଠ ନେତାଙ୍କ ନାଁ ସାମ୍ନାକୁ ଆସିଥିଲା। କିନ୍ତୁ ଗତକାଲି ବିଜେଡି ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ହେଲେ ଏପର୍ଯ୍ୟନ୍ତ ବିରୋଧୀ ଦଳ କାହାକୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରି ନାହାନ୍ତି। ତେଣୁ ପ୍ରମିଳା ମଲ୍ଲିକ ବାଚସ୍ପତି ହେବା ପ୍ରାୟ ନିଶ୍ଚିତ ।

ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।  ଆସନ୍ତକାଲିଠାରୁ ବିଧାନସଭା ଅଧିବେଶନଆରମ୍ଭ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story