ପ୍ରସାଦଙ୍କୁ ନୂଆ ଦାୟିତ୍ୱ

କଂଗ୍ରେସ ଟିକେଟରେ ପ୍ରସାଦ ହରିଚନ୍ଦନ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Prasad Harichandan

ପ୍ରସାଦ ହରିଚନ୍ଦନ

Jitendra Garnayak
  • Published: Thursday, 07 March 2024
  • Updated: 07 March 2024, 05:39 PM IST

Sports

Latest News

୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ଦେଇଛି ଏଆଇସିସି। ତାଙ୍କୁ ରାଜ୍ୟ କଂଗ୍ରେସୀ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି।

ପ୍ରସାଦ ହରିଚନ୍ଦନ ମିଡିଆ ସହିତ ସମନ୍ୱୟ ଓ ଯୋଗାଯୋଗ, ସୋଶାଲ ମିଡିଆ, ୱାର୍ ରୁମ୍, ପ୍ରଗମନ ଓ ରାଜନୀତିକ କାର୍ଯ୍ୟକ୍ରମ କଥା ବୁଝାବୁଝି କରିବେ।

Also Read

କଂଗ୍ରେସ ଟିକେଟରେ ପ୍ରସାଦ ହରିଚନ୍ଦନ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପୁରୀ ସତ୍ୟବାଦୀ ବିଧାନସଭା ଆସନରୁ ସେ ୧୯୯୫, ୨୦୦୦ ଓ ୨୦୦୯ରେ ବିଜୟୀ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story