Prasad Harichandan
Advertisment
୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ଦେଇଛି ଏଆଇସିସି। ତାଙ୍କୁ ରାଜ୍ୟ କଂଗ୍ରେସୀ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି।
Advertisment
ପ୍ରସାଦ ହରିଚନ୍ଦନ ମିଡିଆ ସହିତ ସମନ୍ୱୟ ଓ ଯୋଗାଯୋଗ, ସୋଶାଲ ମିଡିଆ, ୱାର୍ ରୁମ୍, ପ୍ରଗମନ ଓ ରାଜନୀତିକ କାର୍ଯ୍ୟକ୍ରମ କଥା ବୁଝାବୁଝି କରିବେ।
କଂଗ୍ରେସ ଟିକେଟରେ ପ୍ରସାଦ ହରିଚନ୍ଦନ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପୁରୀ ସତ୍ୟବାଦୀ ବିଧାନସଭା ଆସନରୁ ସେ ୧୯୯୫, ୨୦୦୦ ଓ ୨୦୦୯ରେ ବିଜୟୀ ହୋଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1709812942.jpg)