୨୦୨୪ ଲୋକସଭା ନିର୍ବାଚନ ପାଇଁ ଜୋରଦାର ହେଉଛି ପ୍ରଚାର। ବାଲେଶ୍ବରରେ ପ୍ରଚାର ଆରମ୍ଭ କରିଦେଇଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ। ନିକଟରେ ବିଜେପି ଛାଡି ବିଜେଡିରେ ମିଶିବା ପରେ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବାଲେଶ୍ୱରରୁ ଲୋକସଭା ପ୍ରାର୍ଥୀ କରିଛି ବିଜେଡି। ଏହାପରେ ସେ ବାଲେଶ୍ବର ଆସନରୁ ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ଲଢିବେ। ଯାହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଲେଶ୍ବର ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
Politics
ଡିସେମ୍ବରରେ ମିଳିବ ନାହିଁ ସୁଭଦ୍ରା ଟଙ୍କା; ଯାଞ୍ଚ ପରେ ପାଇବେ ହିତାଧିକାରୀ
୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୪ର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ।
Politics
ଇଭିଏମ୍ ପ୍ରସଙ୍ଗରେ କଂଗ୍ରେସର ସାଥ ଦେଲେନି ଓମାର ଅବଦୁଲ୍ଲା
ଆଶା ଅନୁଯାୟୀ ଫଳାଫଳ ନମିଳିଲେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇବା ଭୁଲ୍ ବୋଲି କହିଲେ ଓମାର ଅବଦୁଲ୍ଲା। କଂଗ୍ରେସକୁ କଲେ ସମାଲୋଚନା।
Politics
ମହାରାଷ୍ଟ୍ରରେ ଛିଡ଼ିଲା ଅଙ୍କ; ମନ୍ତ୍ରୀ ଭାବେ ଶପଥ ନେଲେ ୩୯ ବିଧାୟକ
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାଗପୁରରେ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ। ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ ବୋଲି ମିଳିଛି ସୂଚନା।