Advertisment

ସାନ୍ତାଳୀ ଭାଷାରେ ସମ୍ବୋଧନ କଲେ ରାଷ୍ଟ୍ରପତି

ବାରିପଦାରେ ୩୬ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Advertisment

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦାରେ ୩୬ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଅଭିଭାଷଣକୁ ସମ୍ପୁର୍ଣ୍ଣ ସାନ୍ତାଳୀ ଭାଷାରେ ରଖିଥିଲେ।

Advertisment
Odisha President Of India Draupadi Murmu Mayurbhanj
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe