ଖଣ୍ଡଗିରି ଓ ଉଦୟଗିରି ପରିଦର୍ଶନ କଲେ ରାଷ୍ଟ୍ରପତି

ଉଦୟଗିରି ଗୁମ୍ଫା ପରିଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Manoj Swain
  • Published: Monday, 08 July 2024
  • Updated: 08 July 2024, 05:46 PM IST

Sports

Latest News

ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଖଣ୍ଡଗିରିରେ ଥିବା ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଥିଲେ । ଚାଲି ଚାଲି ରାଣୀ ଗୁମ୍ଫା ଓ ହାତୀ ଗୁମ୍ପା ବୁଲିଥିଲେ ରାଷ୍ଟ୍ରପତି । ଏଥିସହ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos