ପୁରୀ ମହୋଦଧି କୂଳରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଥିଲେ।

Manoj Swain
  • Published: Monday, 08 July 2024
  • Updated: 08 July 2024, 01:48 PM IST

Sports

Latest News

ଆଜି ପୁରୀ ବେଳାଭୂମିରେ ପ୍ରାତଃ ଭ୍ରମଣ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଥିଲେ। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos