Advertisment

ପୁରୀ ମହୋଦଧି କୂଳରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଥିଲେ।

Advertisment

ଆଜି ପୁରୀ ବେଳାଭୂମିରେ ପ୍ରାତଃ ଭ୍ରମଣ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଥିଲେ। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ ।

Advertisment
Droupadi Murmu Odisha President Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe