ଋଷ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କଲେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍। ଏକ ଭବ୍ୟ ସମାରୋହରେ ଋଷର ସର୍ବୋଚ୍ଚ ସମ୍ମାନ 'ଦା ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ରିଉ ଦା ଆପୋସଲ' ସମ୍ମାନ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
Also Read
ନିଜେ ରାଷ୍ଟ୍ରପତି ପୁଟିନ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ମୋଦିଙ୍କୁ ଡିୟର ଫ୍ରେଣ୍ଡ ବୋଲି ସମ୍ବୋଧନ କରିବା ସହ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସଫଳତା କାମନା କରିଛନ୍ତି ପୁଟିନ୍। ଏଥିସହ ଭାରତରେ ଶାନ୍ତି ଓ ସୌହାର୍ଦ୍ଦ୍ୟ ବଜାୟ ରହୁ ବୋଲି କାମନା କରିଛନ୍ତି ଋଷ ରାଷ୍ଟ୍ରପତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆଦାନୀ ଲାଂଚ ଅଭିଯୋଗ ମାମଲା: ଓଡ଼ିଶାରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ମାପିଚୁପି ମତ ରଖିଲା ବିଜେପି
ଆମେରିକୀୟ କୋର୍ଟରେ ଯେଉଁ ଅଭିଯୋଗ ହୋଇଛି ସେଥିରେ ଓଡ଼ିଶା ସରକାରୀ ଅଫିସିଆଲଙ୍କ ସମ୍ପୃକ୍ତିର ଅଭିଯୋଗ ଥିବାବେଳେ ଏବେ କ୍ଷମତାରେ ନଥିବା ବିଜେଡି କାହାକୁ କ୍ଲିନଚିଟ୍ ଦେବାକୁ ଉଦ୍ୟମ କରୁଛି । ଯଦି କୌଣସି ଅଭିଯୋଗ ଆସିଛି ତା’ର ସମସ୍ତ ପ୍ରକାରର ତଦନ୍ତକୁ ସ୍ୱାଗତ କରିବା ପରିବର୍ତ୍ତେ ଏହାକୁ ଭିତ୍ତିହୀନ ଓ ଅସତ୍ୟ ବୋଲି କହି କ’ଣ ପ୍ରମାଣ କରିବାକୁ ବିଜେଡି ଚାହୁଁଛି ।
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।