ଅଦ୍ୟତନ ହୋଇଛି
Prime Minister Modi
Advertisment
ଋଷ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କଲେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍। ଏକ ଭବ୍ୟ ସମାରୋହରେ ଋଷର ସର୍ବୋଚ୍ଚ ସମ୍ମାନ 'ଦା ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ରିଉ ଦା ଆପୋସଲ' ସମ୍ମାନ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
Advertisment
ନିଜେ ରାଷ୍ଟ୍ରପତି ପୁଟିନ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ମୋଦିଙ୍କୁ ଡିୟର ଫ୍ରେଣ୍ଡ ବୋଲି ସମ୍ବୋଧନ କରିବା ସହ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସଫଳତା କାମନା କରିଛନ୍ତି ପୁଟିନ୍। ଏଥିସହ ଭାରତରେ ଶାନ୍ତି ଓ ସୌହାର୍ଦ୍ଦ୍ୟ ବଜାୟ ରହୁ ବୋଲି କାମନା କରିଛନ୍ତି ଋଷ ରାଷ୍ଟ୍ରପତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1720541613.jpg)