Advertisment

ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ସେହିପରି ମେ’ ୧୫ ତାରିଖରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସିବେ। ସେ ରାଉରକେଲା, କଣ୍ଟାବାଞ୍ଜି ଓ ସୋରଡ଼ାରେ ସଭା କରିବେ।

author-image
Manoj Swain

ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ପୁରୀରେ ରୋଡ୍‌ ଶୋ’ କରିବେ। ସେହିଦିନ କଟକ ଓ ଅନୁଗୋଳରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ମେ’ ୧୫ ତାରିଖରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସିବେ। ସେ ରାଉରକେଲା, କଣ୍ଟାବାଞ୍ଜି ଓ ସୋରଡ଼ାରେ ସଭା କରିବେ। ୧୭ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp PM Modi