15ରେ ଶାହ, 17ରେ ନଡ୍ଡା, 20ରେ ମୋଦି | Election 2024 | PM Modi Odisha Visit | Election Campaign | OR
Advertisment
ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ପୁରୀରେ ରୋଡ୍ ଶୋ’ କରିବେ। ସେହିଦିନ କଟକ ଓ ଅନୁଗୋଳରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ମେ’ ୧୫ ତାରିଖରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସିବେ। ସେ ରାଉରକେଲା, କଣ୍ଟାବାଞ୍ଜି ଓ ସୋରଡ଼ାରେ ସଭା କରିବେ। ୧୭ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us