ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ୍‌ ଶୋ’

ରାସ୍ତାର ଦୁଇ ପାର୍ଶ୍ୱ ଝଲସୁଛି ଓଡିଶାର କଳା ଓ ସଂସ୍କୃତିରେ। ବାଣୀବିହାର ମଧ୍ୟରେ ୧୦ଟି ସ୍ଥାନରେ ୧୦ଟି ଆଇକନ୍ ସ୍ଥାପନ କରାଯାଇଛି। ବିଜେପି ଅଫିସ୍‌ ପରିସରରେ ହୁଳହୁଳି ଓ ଝାଞ୍ଜ ମୃଦଙ୍ଗ ସହ ସାହିଯାତ ପରମ୍ପରା ଦେଖିବାକୁ ମିଳିଛି।

PM Modi

ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’

Manoranjan Sial
  • Published: Friday, 10 May 2024
  • Updated: 10 May 2024, 08:58 PM IST

Sports

Latest News

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ଓଡ଼ିଶା ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ କଡ଼ା ସୁରକ୍ଷା ମଧ୍ୟରେ ବିମାନବନ୍ଦରରୁ ବାହାରିଲେ ମୋଦି।

ରାସ୍ତାରେ ଦୁଇ ପାର୍ଶ୍ୱରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିବା ହଜାର ହଜାର ଲୋକଙ୍କ ଅଭିବାଦନ ଗ୍ରହଣ କରିଥିଲେ ମୋଦି। ବିମାନ ବନ୍ଦରରୁ ବାହାରିବା ପରେ ମୋଦି ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇଛନ୍ତି।

Also Read

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିବା ପରେ ଆରମ୍ଭ ହୋଇଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ୍‌ ଶୋ’। ବାଣୀବିହାର ପର୍ଯ୍ୟନ୍ତ ଚାଲିବ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ଶୋ’। ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ବିଜେପିର ୨ ବରିଷ୍ଠ ନେତା ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ରୋଡ୍‌ ଶୋ’’ରେ ସାମିଲ୍‌ ହୋଇଛନ୍ତି।

ମୋଦିଙ୍କ ରୋଡ୍‌ ଶୋ’ ପାଇଁ ରାସ୍ତାର ଦୁଇ ପାର୍ଶ୍ୱ ଝଲସୁଛି ଓଡ଼ିଶାର କଳା ଓ ସଂସ୍କୃତିରେ। ବାଣୀବିହାର ମଧ୍ୟରେ ୧୦ଟି ସ୍ଥାନରେ ୧୦ଟି ଆଇକନ୍ ସ୍ଥାପନ କରାଯାଇଛି। ବିଜେପି ଅଫିସ୍‌ ପରିସରରେ ହୁଳହୁଳି ଓ ଝାଞ୍ଜ ମୃଦଙ୍ଗ ସହ ସାହିଯାତ ପରମ୍ପରା ଦେଖିବାକୁ ମିଳିଛି। ତା’ ସହ କୋଣାର୍କ ସୂର୍ଯ୍ୟମନ୍ଦିରର ଚକ ଓ ଶ୍ରୀଜୀଉଙ୍କ ରଥର ଉପରପାର୍ଶ୍ୱକୁ ନେଇ ତିଆରି ହୋଇଛି ବିରାଟ୍ ଷ୍ଟେଜ୍ ବ୍ୟାକଡ୍ରପ୍। ରାମମନ୍ଦିର ପରିସରରେ ୨୦ ଜଣ ପୂଜକଙ୍କ ଦ୍ୱାରା ଦୀପ ପ୍ରଜ୍ଜଳନ ସହ ଆଳତୀ ଦୃଶ୍ୟ ବେଶ୍ ମନ୍ତ୍ରମୁଗ୍ଧ କରୁଥିବା ବେଳେ ରାମମନ୍ଦିରର ଡାହାଣ କଡ଼ରେ ରାମଲାଲାଙ୍କ ବିରାଟ୍ କଟଆଉଟ୍ ଦେଖିବାକୁ ମିଳିଛି।

ସେହିପରି ବାନରସେନାଙ୍କ ଦ୍ୱାରା ଜୟଶ୍ରୀ ରାମ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ଅଞ୍ଚଳ। ମହର୍ଷି କଲେଜ ଛକରେ ବିଭିନ୍ନ ଦେଶର ଜାତୀୟ ପତାକା ସହ ମୋଦିଙ୍କୁ ବିଶ୍ୱଗୁରୁ ଦର୍ଶାଇ ନିର୍ମାଣ କରାଯାଇଛି ଏକ ବଡ଼ ପ୍ରତିକୃତୀ। ହୋଟେଲ୍ ଲାଇଫ୍ ପାଖରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଥିମରେ ଏକ ମଞ୍ଚ ତିଆରି କରାଯାଇଛି। ଯେଉଁଠି କାଶ୍ମିରୀ ଗ୍ରୁପ୍ ପରିବେଷଣ କରିଛି ଆକର୍ଷଣୀୟ ନୃତ୍ୟ ସଂଗୀତ। ବଲିଉଡ୍ କଣ୍ଠଶିଳ୍ପୀ ଅରିଜିତ ସିଂଙ୍କ ଦ୍ୱାରା ମଧ୍ୟ ‘ଏ ୱତନ୍ ୱତନ୍ ମେରେ ଆବାଦ ରହେ ତୁ’ ଗୀତ ପରିବେଷଣର କାର୍ଯ୍ୟକ୍ରମ ରହିଛି। ଏହାବ୍ୟତୀତ ସମବାୟ ଭବନ ପାଖରେ ଅନ୍ତର୍ଜାତୀୟ ଯୋଗ ଦିବସ, ଇଡ଼କୋ ଟାୱାର ପାଖରେ ବନ୍ଦେ ଭାରତ ଏକ୍ସପ୍ରେସ ଫ୍ଲେକ୍ସ, ହର୍ ଘର୍ ଜଲ୍ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଏବଂ ଜନଧନ ଯୋଜନାର କଟଆଉଟ୍, ରମାଦେବୀ ବିଶ୍ୱବିଦ୍ୟାଳୟ ପାଖରେ ଆଦିବାସୀ ମହିଳାଙ୍କ ଦ୍ୱାରା ପାରମ୍ପାରିକ ଗୀତସଂଗୀତ ସହ ନୃତ୍ୟ ପ୍ରଦର୍ଶନ, ବାଣୀବିହାର ଛକରେ ସମ୍ବଲପୁରୀ ନୃତ୍ୟ ପରିବେଷିତ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story