Advertisment

ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜିଠୁ ଆରମ୍ଭ ହୋଇଛି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ।

author-image
Manoj Swain

ଆଜିଠୁ ଆରମ୍ଭ ହୋଇଛି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଏହି ଅବସରରେ ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । 

Advertisment
Narendra Modi PM Modi Member Of Parliament