Advertisment

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, କର୍ମୀଙ୍କୁ କଣ ଦେବେ ଗୁରୁ ମନ୍ତ୍ର

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜ୍ୟ ବିଜେପି ଚଳଚଞ୍ଚଳ ହୋଇପଡିଛି।

author-image
Manoj Swain

ରାଜ୍ୟରେ ନିର୍ବାଚନୀ ମାହୋଲ ସରଗରମ ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନିର୍ବାଚନୀ ଉଷ୍ମତାକୁ ବଢ଼ାଇ ଦେଇଛି।ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜ୍ୟ ବିଜେପି ଚଳଚଞ୍ଚଳ ହୋଇପଡିଛି। ଆଜି ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି ରାତ୍ରିଯାପନ କରିବାପରେ ସୋମବାର ସକାଳ ୧୦ଟାରେ ବ୍ରହ୍ମପୁର ନିକଟସ୍ଥ କନିସି ଛକ ଓ ମଧ୍ୟାହ୍ନ ସାଢ଼େ ୧୨ଟାରେ ନବରଙ୍ଗପୁରର ଚିକିଲି ଛକଠାରେ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତକୁ ନେଇ ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ କଣ କହିଛନ୍ତି ଶୁଣନ୍ତୁ। 

Advertisment
PM Modi Bjp Odisha Narendra Modi