ସଂସଦରେ ମା-ପୁଅ-ଝିଅ, କଂଗ୍ରେସକୁ ଜୋସ ଦେବେ ପ୍ରିୟଙ୍କା ! | Odisha Reporter
Advertisment
ଡେବ୍ୟୁରେ କମାଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ସେ ପ୍ରଥମଥର ପାଇଁ କୌଣସି ନିର୍ବାଚନ ଲଢ଼ି ରେକର୍ଡ ସଂଖ୍ୟକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସ୍ଥିତି ଏପରି ହୋଇଛି ଯେ ପ୍ରିୟଙ୍କା ଭାଇ ରାହୁଲ ଗାନ୍ଧିଙ୍କ ୨୦୧୯ ରେକର୍ଡକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। କେରଳର ୱାୟନାଡ ଲୋକସଭା ଆସନରେ ଅନୁଷ୍ଠିତ ଉପ ନିର୍ବାଚନରେ ପ୍ରିୟଙ୍କା ଏକତରଫା ବିଜୟ ହାସଲ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us