ପାଣ୍ଡିଆନଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ

5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ । ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ପାଣ୍ଡିଆନଙ୍କ ଗସ୍ତକୁ ବିରୋଧ କରାଯାଇଛି । 

Manoj Swain
  • Published: Thursday, 11 January 2024
  • Updated: 11 January 2024, 01:08 PM IST

Sports

Latest News

5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ବଲାଙ୍ଗିର ଗସ୍ତକୁ ବିରୋଧ । ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ପାଣ୍ଡିଆନଙ୍କ ଗସ୍ତକୁ ବିରୋଧ କରାଯାଇଛି । ହାତରେ ପ୍ଲା-କାର୍ଡ ଧରି ରାଜେନ୍ଦ୍ର କଲେଜ ଛକରୁ ବାହାରିଥିଲା ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସର ପ୍ରତିବାଦ ଶୋଭାଯାତ୍ରା । କାର୍ଯ୍ୟକ୍ରମ ହେଉଥିବା ଗାନ୍ଧୀ ଷ୍ଟାଡିୟମ ନିକଟକୁ ଯିବା ସମୟରେ ଅଧ ରାସ୍ତାରେ ଅଟକାଇଥିଲା ପୁଲିସ । ଫଳରେ ରାସ୍ତା ଉପରେ ଧାରଣାରେ ବସିଛନ୍ତି ଛାତ୍ର ଓ ଯୁବ କଂଗ୍ରେସର କର୍ମକର୍ତା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos