ରାଜସ୍ୱ ବିଭାଗ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତାର ପ୍ରମାଣପତ୍ର ଦେବେ ସାଧାରଣ ଜନତା। ଝାରସୁଗୁଡ଼ାରେ ଆଜି ଏଭଳି ବଡ଼ ବୟାନ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଝାରୀ। ଝାରସୁଗୁ଼ଡ଼ାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ରାଜସ୍ୱମନ୍ତ୍ରୀ କହିଛନ୍ତି, ରାଜସ୍ୱ ବିଭାଗର ସବୁ ତହସିଲ ଅଫିସ, ସବ ରେଜିଷ୍ଟ୍ରର ଅଫିସ ଓ ରାଜସ୍ୱ ସେବା ଦିଆଯାଉଥିବା ସମସ୍ତ ଅଫିସରେ ରେଜିଷ୍ଟର ରହିବ, ଲୋକେ ମାର୍କ ଦେବେ।
Also Read
ମନ୍ତ୍ରୀ ଆହୁରି କହିଛନ୍ତି, ଅଫିସକୁ ଆସୁଥିବା ଲୋକେ ଅଧିକାରୀଙ୍କୁ ମୋଟ୍ ୧୦ରୁ କେତେ ମାର୍କ ଦେବେ ନିଷ୍ପତ୍ତି ନେବେ। ରାଜସ୍ୱ ଅଧିକାରୀଙ୍କ କାର୍ଯ୍ୟର ମୂଲ୍ୟାଙ୍କନ ଜନତା କରିବେ। ଉଭୟ ଅଫଲାଇନ୍ ଓ ଅନ୍ ଲାଇନରେ ଲୋକେ ଏହି ମାର୍କ ଦେବେ। ଯେଉଁ ଅଧିକାରୀ ବାରମ୍ବାର ୧୦ରୁ କମ୍ ମାର୍କ ପାଇବେ, ତାଙ୍କ ସଂପର୍କରେ ବିଭାଗ ଚିନ୍ତା କରିବ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୨୫ରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ଅଧିବେଶନ ପାଇଁ ବାଚସ୍ପତି ୨୫ତାରିଖ ସୋମବାର ସର୍ବଦଳୀୟ ବୈଠକ ଡାକିଛନ୍ତି ।
Politics
ବିନୋଦ ତାୱଡେଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ନିର୍ବାଚନ ଆୟୋଗ
ଭୋଟ୍ ପାଇଁ ଟଙ୍କା ବାଣ୍ଟିଥିବା ଅଭିଯୋଗ ପେରେ କାର୍ଯ୍ୟାନୁଷ୍ଠାନ।
Politics
ଭୋଟର ଦିନକ ପୂର୍ବରୁ ହାଇ ଡ୍ରାମା; ବିଜେପି ନେତା ଟଙ୍କା ବାଣ୍ଟିଥିବା ଅଭିଯୋଗ
ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମହାରାଷ୍ଟ୍ରରେ ହାଇ ଡ୍ରାମା ଦେଖିବାକୁ ମିଳିଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Politics
ଆପ୍ର ଚେହେରା ଏବେ ବିଜେପିରେ
ଦଳ ଛାଡି ବିଜେପିର ସାମିଲ ହେଉଛନ୍ତି ଆମ ଆଦମି ପାର୍ଟିର ବରିଷ୍ଠ ନେତା। ଯେଉଁମାନେ କାଲି ଆପର ଚେହେରା ପାଲଟିଥିଲେ ଆଜି ସେମାନେ ବିଜେପିରେ।