Advertisment

ମୁଁ କହିଛି କୁକୁର ଛାଡ଼ିବା ପାଇଁ: ରଘୁନନ୍ଦନ ଦାସ

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ଘର ଭଙ୍ଗାର କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ବିଜେଡି ନେତା କୁକୁର ଛାଡ଼ିଦେଇଥିବା ଅଭିଯୋଗ ହୋଇଛି।

Advertisment

ବିଜେଡିର ତୃତୀୟ ପାୱାରଫୁଲ୍‌ ନେତା ବବି ଓରଫ ପ୍ରଣବ ପ୍ରକାଶ ଦାସଙ୍କ ଘର ଭଙ୍ଗାର କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ବିଜେଡି ନେତା କୁକୁର ଛାଡ଼ିଦେଇଥିବା ଅଭିଯୋଗ ହୋଇଛି। ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଛି ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲ୍। ଶୁଣନ୍ତୁ ଏନେଇ କଣ କହିଛନ୍ତି ରଘୁନନ୍ଦନ ଦାସ...

Advertisment
Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe