Advertisment

'କୁଚକ୍ରୀ ଗୋଷ୍ଠୀଙ୍କ ଚକ୍ରାନ୍ତ ଯୋଗୁଁ ଟିକେଟ କଟିଛି'

ଟିକେଟ କଟିବା ପରେ ଚକ୍ରାନ୍ତ କହିଲେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ।

author-image
Manoj Swain

ବିଜେଡି ଆଜି ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଦଳ ୪ ଜଣ ବିଧାୟକଙ୍କ ଟିକେଟ କାଟିଛି। ଟିକେଟ କଟିବା ପରେ ଚକ୍ରାନ୍ତ କହିଲେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ। କିଛି କୁଚକ୍ରୀ ଗୋଷ୍ଠୀଙ୍କ ଚକ୍ରାନ୍ତ ଯୋଗୁଁ ଟିକେଟ କଟିଥିବା କହିଲେ। ରାଜନୀତିରେ ନଥିବା କିଛି ଲୋକ ରାଜନୈତିକ ପତିଆରା ଜାହିର କରୁଛନ୍ତି। ଅସୁସ୍ଥ ଥିବା ବେଳେ ବିରୋଧୀ ହାୱା ସୃଷ୍ଟି ହୋଇଥିବା କୁହାଗଲା। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Odisha BjD