Advertisment

ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

ମଣିପୁରରୁ ଆରମ୍ଭ ହୋଇ ମୁମ୍ବାଇରେ ରାହୁଲ ଗାନ୍ଧୀଙ୍କ ଯାତ୍ରା ସରିବ ।

Advertisment

ଓଡ଼ିଶାରେ ୪ ଦିନ ରହିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଲୋଗୋ ଉନ୍ମୋଚନ ଅବସରରେ ଏହା କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଶରତ ରାଉତ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା ପାଇଁ ଆଜି ଲୋଗୋ ଉନ୍ମୋଚନ କରିଛି ରାଜ୍ୟ କଂଗ୍ରେସ। ଏକ ନମ୍ବର ଜାରି କରିବା ସହ ସେହି ନମ୍ବରରେ ମିସ୍ କଲ ଦେଇ ଏହି ଯାତ୍ରାରେ ସାମିଲ ହେବାକୁ ଲୋକଙ୍କୁ ଅପିଲ କରିଛନ୍ତି କଂଗ୍ରେସ ନେତା। ମଣିପୁରରୁ ଆରମ୍ଭ ହୋଇ ମୁମ୍ବାଇରେ ରାହୁଲ ଗାନ୍ଧୀଙ୍କ ଯାତ୍ରା ସରିବ ।

Advertisment
Rahul Gandhi Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe