Advertisment

୬ରେ ଆସିବେ ରାହୁଲ ଗାନ୍ଧୀ

ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ।

author-image
Manoj Swain

ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ୬ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଆଜି ଏହି ସୂଚନା ଦେଇଛନ୍ତି। 

Advertisment
Rahul Gandhi Odisha