‘୬ରେ ଓଡ଼ିଶା ଆସିବେ ରାହୁଲ୍ ଗାନ୍ଧୀ‘ | PPC President Sarat Pattanayak | Odisha Reporter
Advertisment
ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ୬ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଆଜି ଏହି ସୂଚନା ଦେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us