‘ରାହୁଲ ଗାନ୍ଧୀଙ୍କ ଗସ୍ତ, ସାରା ଓଡ଼ିଶାରେ ପଡିବ’ | Odisha Reporter
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ। ତେବେ ରାହୁଲଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜ୍ୟ କଂଗ୍ରେସ ମଧ୍ୟରେ ତତ୍ପରତା ଦେଖାଯାଇଛି। ଏନେଇ କଂଗ୍ରେସ ନେତା ବିଜୟ ପଟ୍ଟନାୟକ କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
