Advertisment

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ। ତେବେ ରାହୁଲଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜ୍ୟ କଂଗ୍ରେସ ମଧ୍ୟରେ ତତ୍ପରତା ଦେଖାଯାଇଛି।

Advertisment

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ। ତେବେ ରାହୁଲଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜ୍ୟ କଂଗ୍ରେସ ମଧ୍ୟରେ ତତ୍ପରତା ଦେଖାଯାଇଛି। ଏନେଇ କଂଗ୍ରେସ ନେତା ବିଜୟ ପଟ୍ଟନାୟକ କଣ କହିଛନ୍ତି ଶୁଣନ୍ତୁ।

Advertisment
Congress Odisha Sundargarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe