ହିନ୍ଦୁଙ୍କୁ ହିଂସୁକ କହି ଫସିଲେ ରାହୁଲ ! || Rahul Gandhi || Lok Sabha || Odisha Reporter
Advertisment
ଗତକାଲି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଚର୍ଚ୍ଚା ବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଲୋକସଭାରେ ପ୍ରବଳ ହଙ୍ଗାମା ହୋଇଛି। ରାହୁଲ ଗାନ୍ଧି ଭାଷଣ ବେଳେ ସମ୍ବିଧାନର କପି ଠାରୁ ଆରମ୍ଭ କରି ଭଗବାନ ଶିବ, ପ୍ରଫେଟ ମହମ୍ମଦ ଓ ଗୁରୁ ନାନକଙ୍କ ଛବି ପ୍ରଦର୍ଶିତ କରିଥିଲେ। ରାହୁଲ ଗାନ୍ଧି ବିଜେପି ଓ ଆରଏସଏସକୁ ସମାଲୋଚନା କରିଥିଲେ । ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us