ପ୍ରମିଳାଙ୍କୁ ଅପା ଡାକିଦେଲେ ରାଜା

ବୁଧବାର ବିଧାନସଭାରେ ଏକ ରୋଚକ ସ୍ଥିତି ଦେଖିବାକୁ ମିଳିଥିଲା । ନୂତନ ଭାବେ ବାଚସ୍ପତି ହୋଇଥିବା ପ୍ରମିଳା ମଲ୍ଲିକଙ୍କୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ `ଅପା´ ବୋଲି କହି ସମ୍ବୋଧନ କରିଥିଲେ ।

Manoj Swain
  • Published: Thursday, 28 September 2023
  • Updated: 28 September 2023, 12:05 PM IST

Sports

Latest News

ବୁଧବାର ବିଧାନସଭାରେ ଏକ ରୋଚକ ସ୍ଥିତି ଦେଖିବାକୁ ମିଳିଥିଲା । ନୂତନ ଭାବେ ବାଚସ୍ପତି ହୋଇଥିବା ପ୍ରମିଳା ମଲ୍ଲିକଙ୍କୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ `ଅପା´ ବୋଲି କହି ସମ୍ବୋଧନ କରିଥିଲେ । ଯାହାକୁ ନେଇ ନିଜନିଜ ସ୍ଥାନରେ ବସି ଆପତ୍ତି ଉଠାଇଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଏବଂ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏବଂ ତାରାପ୍ରସାଦ ବାହିନୀପତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos