ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀଙ୍କ ତାଲିକା

ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ।

Minister PhotoOR

ଏମାନେ ହେବେ ମନ୍ତ୍ରୀ।

Biswajit Samal
  • Published: Wednesday, 12 June 2024
  • Updated: 12 June 2024, 06:00 PM IST

Sports

Latest News

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ। ଠିକ୍ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ରାଜଭବନ ପକ୍ଷରୁ ପ୍ରକାଶ ପାଇଛି ମନ୍ତ୍ରୀମାନଙ୍କ ତାଲିକା। ମୁଖ୍ୟମନ୍ତ୍ରୀଙ୍କ ସହିତ ଆଜି ଶପଥ ନେବେ ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ। ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ  ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେବେ। ଏମାନଙ୍କ ସହିତ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। 

Also Read

ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ, ସାଂସଦ ବୈଜୟନ୍ତ ପଣ୍ଡା, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ସେମାନଙ୍କ ବ୍ୟତୀତ ବିଜେପିର ଅନ୍ୟ ସାଂସଦ, ବିଧାୟକ, ବରିଷ୍ଠ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଅଛନ୍ତି। ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଜ୍ୟପାଳ ରଘୁବର ଦାସ ପହଞ୍ଚିବା ପରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story