ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ, ଟିକେଟ ପାଇଁ ରେସରେ କିଏ?

  • Published: Monday, 29 January 2024
  • , Updated: 29 January 2024, 05:38 PM IST

ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଏଥିନିମନ୍ତେ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ। ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ।

Related story