ଭୁବେନାଶ୍ୱର: ରାଜ୍ୟ ସରକାର ହିନ୍ଦୁ ବିରୋଧୀ ଗତିବିଧିରେ ଜଡ଼ିତ। ଖାସ୍ ସେଥିପାଇଁ ମଠ, ମନ୍ଦିର ଉପରେ ଆକ୍ରମଣ କରାଯାଉଛି ବୋଲି ବରିଷ୍ଠ ବିଜେପି ନେତା ପ୍ରତାପ ଷଡ଼ଙ୍ଗୀ ଅଭିଯୋଗ କରିଛନ୍ତି। ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ ପ୍ରତାପ କହିଛନ୍ତି ଏବେ ରାଜ୍ୟ ସରକାର ଯେଭଳି ବିଭିନ୍ନ ମଠ ଓ ମନ୍ଦିର ଉପରେ ଆକ୍ରୋଶମୂଳକ ମନୋଭାବ ପୋଷଣ କରୁଛନ୍ତି ତାହା ଠିକ୍ ନୁହେଁ। ଏହାସହ ଯେଉଁ ରାଜନେତା ଓ ବରିଷ୍ଠ ଅଧିକାରୀମାନେ ଜମି ହଡପ୍ କରିଛନ୍ତି, ସେମାନଙ୍କ ଜମି ପ୍ରଥମେ ସରକାର ନିଜ ହାତକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସେ ଦାବି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।
Politics
‘ବର୍ତ୍ତମାନ ବିଜେଡିରେ କେହି ନବୀନଙ୍କ ନେତୃତ୍ୱକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି’
‘ସବୁ ପଳେଇଲେଣି। କେତେ ଗଲେଣ, ଆଉ କେତେ ଯିବେ।’