ନିମାପଡା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ପୁରୀ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପରୋକ୍ଷ ଚେତାବନୀ । ସମୀର ଦଶଙ୍କ ଟିକେଟ କଟିବା ପରେ ନିମାପଡ଼ରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ମନରେ ଦୁର୍ବଳତା, ଭାଷଣରେ ତେରେଛା ଆଟାକ୍ । ଶାଣିତ ସ୍ୱରରେ ସମୀରଙ୍କୁ ଚେତାବନୀ ଦେଇଛନ୍ତି । ଟିକେଟ ନପାଇ ବିଦ୍ରୋହ କରୁଥିବା ସମୀର ଏବେ ଶାନ୍ତ । ସେପଟେ ରାଜା ସ୍ୱାଇଁ ସମୀରଙ୍କୁ ଇସାରା କରି କହିଛନ୍ତି, ସମ୍ମାନର ଅର୍ଥ ନୁହେଁ ଦଳରେ ରହି ପଛପଟୁ ଛୁରୀ ଭୂଷିବା । ଯଦି ଏପରି ହୁଏ, ତେବେ ତାହାକୁ ବରଦାସ୍ତ କରାଯିବନି...। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।