Advertisment

ଖୁବ ଶୀଘ୍ର ରତ୍ନଭଣ୍ଡାର ଖୋଲିବ, ଗଣତି ହେବ: ମୁଖ୍ୟମନ୍ତ୍ରୀ

ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଏବଂ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥାଏ, ଦୋଷୀକୁ ଦଣ୍ଡ ବିଧାନ କରାଯିବ ବୋଲି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପି ସମ୍ବର୍ଦ୍ଧନା ସଭାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଏବଂ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥାଏ, ଦୋଷୀକୁ ଦଣ୍ଡ ବିଧାନ କରାଯିବ ବୋଲି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପି ସମ୍ବର୍ଦ୍ଧନା ସଭାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାତାଳରେ ଥିଲେ ବି ଦୋଷୀଙ୍କୁ ଖୋଜି ବାହାର କରି ଦଣ୍ଡବିଧାନ କରାଯିବ।

Advertisment
Bjp Odisha Cm Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe