Advertisment

ତେଲଙ୍ଗାନାରେ ରେବନ୍ଥ ସରକାର

ତେଲଙ୍ଗାନାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେବନ୍ଥ ରେଡ୍ଡୀ। ହାଇଦ୍ରାବାଦର ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଶପଥ ନେଇଛନ୍ତି।

author-image
Manoj Swain

ତେଲଙ୍ଗାନାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେବନ୍ଥ ରେଡ୍ଡୀ। ହାଇଦ୍ରାବାଦର ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଶପଥ ନେଇଛନ୍ତି। ତେଲେଙ୍ଗାନା ରାଜ୍ୟପାଳ ଟି ସୌନ୍ଦରରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Advertisment
Telengana Revanth Reddy